ବିଧାନସଭାରେ ମୁହାଁମୁହିଁ ହେଲେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ-ନରସିଂହ ମିଶ୍ର
ଭାଗଚାଷୀ ପ୍ରସଙ୍ଗରେ ବିଧାନସଭାରେ ମୁହାଁମୁହିଁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ନରସିଂହ ମିଶ୍ର କହିଛନ୍ତି, ଓଡିଶା ଲ୍ୟାଣ୍ଡ ରାଇଟ ଆକ୍ଟ ଅନୁଯାୟୀ ଭାଗଚାଷ ବେଆଇନ । ଯିଏ ଭାଗଚାଷ କରିବ ଆଉ ଯିଏ ଦେବ ତାକୁ ଦଣ୍ଡ ଦେବା ସହ ସରକାର ସେ…