Browsing Tag

Assembly news

ଗୃହରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲେ ବିଜେଡି ବିଧାୟକ

ଗୃହରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌ । ବିଜେଡି ବିଧାୟକ ଅମର ଶତପଥି ଦୁଇଟି ଛପା ଗଣମାଧ୍ୟମ ଓ ବୈଦ୍ୟୁତିକ ଗଣମାଧ୍ୟମ ବିରୁଦ୍ଧରେ ଗୃହରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି । ତେବେ ଏ ସମ୍ପର୍କରେ ତର୍ଜମା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି ବିକ୍ରମ କେଶରୀ…

ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହୋହାଲ୍ଲା; ୧୧:୩୦ ଯାଏଁ ଗୃହ ମୁଲତବୀ

ବିଧାନସଭାର ପ୍ରଶ୍ନକାଳରେ ବିରୋଧୀଙ୍କ ହୋହାଲ୍ଲା ଦେଖିବାକୁ ମିଳିଛି । ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ଏବଂ ବିଜେପିର ନାରାବାଜି । ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ଉଠାଇ ବିରୋଧ ପ୍ରଦର୍ଶନ ହେଉଥିବା ଦେଖିବାକୁ ମିଳିଛି । ଗୃହକୁ ୧୧:୩୦ ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି

ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନ ଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୨୦୨୩ ମାର୍ଚ୍ଚ ସୁଦ୍ଧା ପୁରୁଣା ଗାଡ଼ି…

ଯଦି ମୁଁ ଅପରାଧୀ, ତେବେ ମୋ ବିରୋଧରେ ଚାର୍ଜସିଟ କରନ୍ତୁ: ଶୂନ୍ୟକାଳରେ ଜୟନାରାୟଣଙ୍କ ଚ୍ୟାଲେଞ୍ଜ

ବିଧାନସଭାର ଦ୍ୱାଦଶ ତଥା ବଜେଟ ଅଧିବେଶନର ଆଜି ହେଉଛି ତୃତୀୟ ଦିନ । ଗତ ଦୁଇ ଦିନ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରିନଥିବାବେଳେ ଆଜି ସୁରୁଖୁରୁରେ ପ୍ରଶ୍ନକାଳ ଚାଲିଥିଲା । ତେବେ ଆଜି ବିଧାନସଭାର ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଚ୍ୟାଲେଞ୍ଜ କରିଛନ୍ତି ।…

ଆସନ୍ତାକାଲି ଦିନ ସାଢେ ୧୦ଟା ଯାଏଁ ଗୃହ ମୁଲତବୀ

ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହରେ ଅଚଳାବସ୍ଥା ଦେଖାଦେଇଛି। ଫଳରେ ଆସନ୍ତାକାଲି ଦିନ ସାଢେ ୧୦ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ। ସୂଚନାଯୋଗ୍ୟ, ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ବିରୋଧୀଙ୍କ…

୨ୟ ଦିନରେ ଗୃହ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା; ୧୧.୩୦ଟା ଯାଏଁ ଗୃହ ମୁଲତବୀ

ଦ୍ବିତୀୟ ଦିନରେ ବି ନବ ଦାସ ହତ୍ୟା ତାତିକୁ ନେଇ ଗୃହରେ ବିରୋଧୀଙ୍କ ହାଲ୍ଲାବୋଲ୍ । ପ୍ଲା କାର୍ଡ ଧରି ପୋଡିୟମ ଆଗରେ ନାରାବାଜି କଲେ ବିରୋଧୀ ବିଜେପି ଓ କଂଗ୍ରେସ । ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ କଲେ ବାଚସ୍ପତି । ଗୃହ କାର୍ଯ୍ୟ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଥିଲା ।ବାଚସ୍ପତିଙ୍କ…

ହଟ୍ଟଗୋଳ କାରଣରୁ ଆସନ୍ତାକାଲି ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି

ଆଜିଠୁ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅଭିଭାଷଣ ରଖିଛନ୍ତି। କିନ୍ତୁ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ବିରୋଧୀ କକ୍ଷରେ ହଟ୍ଟଗୋଳ କରିଥିଲେ। କଂଗ୍ରେସ ସଦସ୍ୟମାନେ ପୋଡିୟମ ତଳେ ହଟ୍ଟଗୋଳ କରିଥିବା ବେଳେ ବିଜେପି ଦଳ କକ୍ଷ…

୪ଟା ଯାଏଁ ଗୃହ ମୁଲତବୀ

ବିଧାନସଭାରେ ଚିଟ୍‌ଫଣ୍ଡ ତାତି । ବିଜେପି ଓ କଂଗ୍ରେସର ସଦସ୍ୟଙ୍କ ହଟ୍ଟଗୋଳ ଲାଗି ଗୃହକୁ ପୁଣି ମୁଲତବୀ ରଖିଲେ ବାଚସ୍ପତି । ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ଖବର ଅନୁଯାୟୀ, ଚିଟଫଣ୍ଡ ପ୍ରସଙ୍ଗରେ ବିଜେପିର ମୁଲତବୀ ପ୍ରସ୍ତାବ ଅଗ୍ରାହ୍ୟ କରିଥିଲେ…

ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଗୃହରେ ଚିଟଫଣ୍ଡ ତାତି । ଚିଟଫଣ୍ଡ ପ୍ରସଙ୍ଗରେ ବିଜେପିର ମୁଲତବୀ ପ୍ରସ୍ତାବ ଗ୍ରହଣ ନ ହେବା ପ୍ରସଙ୍ଗରେ ବାଚସ୍ପତିଙ୍କ ଘୋଷଣା । ଚିଟଫଣ୍ଡ ପ୍ରସଙ୍ଗ ହାଇକୋର୍ଟରେ ବିଚାରଧୀନ ରହିଛି । କମିଶନ ତଦନ୍ତ କରୁଛନ୍ତି । ୨୦୧୪ରେ ତତ୍କାଳୀନ ବାଚସ୍ପତି ଆଡଭୋକେଟ୍ ଜେନେରାଲଙ୍କ ପରାମର୍ଶ ନେଇ ରୁଲିଂ ଦେଇ…

ନୂଆ ରୂପ ପାଇବ ଧଉଳି ସ୍ତୁପ; ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର

ନୂଆ ରୂପ ପାଇବ ଧଉଳି ସ୍ତୁପ। ଧଉଳି ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ପ୍ରସ୍ତୁତ ହେଉଛି ମାଷ୍ଟର ପ୍ଲାନ । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ । ଧଉଳିର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏନେଇ ଗୃହରେ ସୂଚନା ଦେଲେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ।…

You cannot copy content of this page