ବିଧାନସଭା ଶୂନ୍ୟକାଳରେ ପୁଣି ଉଠିଲା ଶ୍ରୀମନ୍ଦିରର ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗ
ବିଧାନସଭା ଶୂନ୍ୟକାଳରେ ପୁଣି ଉଠିଲା ଶ୍ରୀମନ୍ଦିରର ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗ । ରତ୍ନଭଣ୍ଡାର ଚାବି ସୁରକ୍ଷିତ ଅଛି କି ନାହିଁ, ସେ ନେଇ ଗୃହରେ ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ଘଟଣାରେ ଗୃହରେ ଉଦବେଗ ପ୍ରକାଶ…