ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି ରାଜ୍ୟର ୫୮୭୪ ଟି ଶ୍ରେଣୀଗୃହ
ରାଜ୍ୟର ୨୦୯୮ ସ୍କୁଲର ୫୮୭୪ ଟି ଶ୍ରେଣୀଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି । ୩୭୭ ଟି ବିଦ୍ୟାଳୟରେ ପାଚେରୀ ନାହିଁ । ବିଜେପି ବିଧାୟକ ନାଉରୀ ନାୟକ ପଚାରିଥିବା ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ଯେ,…