ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ମରଣାନ୍ତକ ଆକ୍ରମଣ
ଓଡିଶା ଫାଷ୍ଟ(ବ୍ୟୁରୋ): ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ।
ସୂଚନା ଅନୁଯାୟୀ, ଏକାମ୍ର ହାଟ ଗେଟ ସମ୍ମୁଖରେ ଥିବା ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତି ଅଫିସରେ ହରେକୃଷ୍ଣ…