Browsing Tag

Auto_truck Accident

ଟ୍ରକକୁ ପିଟିଲା ଅଟୋ, ଜଣେ ମୃତ

ଭଦ୍ରକ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ନିକଟରେ ଟ୍ରକ୍‌କୁ ପଛପଟୁ ପିଟିଲା ଯାତ୍ରୀବାହୀ ଅଟୋ। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।…