Browsing Tag

award

ସମ୍‌ ଅଲ୍ଟିମେଟ୍କୁ ମିଳିଲା ବେଷ୍ଟ କର୍ପୋରେଟ୍‌ ହସ୍ପିଟାଲ ଆଓ୍ୱାର୍ଡ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମ୍‌ ଅଲ୍ଟିମେଟ ହସ୍ପିଟାଲକୁ ବେଷ୍ଟ କର୍ପୋରେଟ ହସ୍ପିଟାଲ ଆୱାର୍ଡ ମିଳିଛି । ବିଜ୍‌ନେସ କ୍ଲବ ଅଫ୍‌ ଏଣ୍ଟରପ୍ରିନିୟର୍ସ (ବିସିଇ) ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ଶନିବାର ଅନୁଷ୍ଠିତ ବିସିଇ ରେଡ୍‌ କାର୍ପେଟ (ଦି ବିଜ୍‌ନେସ ଲଞ୍ଚପ୍ୟାଡ୍‌) କାର୍ଯ୍ୟକ୍ରମ…

ଓଡ଼ିଆ ସହିଦ ଦେବାଶିଷ ସେଠୀ ଓ ସୁଧୀର ଟୁଡୁଙ୍କୁ ଶୌର୍ଯ୍ୟଚକ୍ର ପ୍ରଦାନ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶାର ଦୁଇଜଣ ବୀର ସହିଦଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ସହିଦ କମାଣ୍ଡୋ ଦେବାଶିଷ ସେଠୀ ଓ ସୁଧୀର ଟୁଡୁଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି…

ପଦ୍ମ ପୁରସ୍କାର ୨୦୨୩ ପାଇଁ ସେପ୍ଟେମ୍ବର ୧୫ ଯାଏଁ ଭରିପାରିବେ ନାମାଙ୍କନ – ଗୃହ ମନ୍ତ୍ରାଳୟ

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଦ୍ମ ପୁରସ୍କାର ୨୦୨୩ ପାଇଁ ମେ’ ୧ ରୁ ଆରମ୍ଭ ହୋଇଯାଇଛି ଅନ୍ଲାଇନ୍ ନାମାଙ୍କନ। ଏହି ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ରହିଛି ୧୫ ସେପ୍ଟେମ୍ବର ୨୦୨୨। ଏହି ପଦ୍ମ ପୁରସ୍କାର ଆଗାମୀ ଗଣତନ୍ତ୍ର ଦିବସ ଅବସରରେ ଘୋଷଣା କରାଯିବ। ସୋମବାର ଗୃହ ମନ୍ତ୍ରାଳୟ…

ଦୁବାଇ ପାରା ବ୍ୟାଡମିଣ୍ଟନ: ପ୍ରମୋଦଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପ୍ରମୋଦଙ୍କୁ ସଫଳତା ପରେ ସଫଳତା। ଦୁବାଇରେ ଚାଲିଥିବା ଚତୁର୍ଥ ଅନ୍ତର୍ଜାତୀୟ ପାରା ବ୍ୟାଡମିଣ୍ଟନରେ ଚମ୍ପିଆନ ହୋଇଛନ୍ତି ପ୍ରମୋଦ। ସ୍ବର୍ଣ୍ଣ ଜିତି ଗୌରବ ଆଣିଛନ୍ତି ଓଡିଶାର ଏହି ଷ୍ଟାର ଖେଳାଳି। ପୁରୁଷ ସିଙ୍ଗଲ୍ସ ଏସଏଲ-୩ ବର୍ଗରେ ସ୍ବର୍ଣ୍ଣ ପଦକ…

ସ୍ତମ୍ଭକାର ଆର୍ତ୍ତ ମିଶ୍ରଙ୍କୁ ନାରଦ ସମ୍ମାନ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟସ୍ତରୀୟ ‘ଅଷ୍ଟାଦଶ ନାରଦ ସମ୍ମାନ’ ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ଅର୍ଦ୍ଧ ଶତାବ୍ଦୀର ସାମ୍ବାଦିକତା ଓ ସ୍ତମ୍ଭ ରଚନା ସମୟ ମଧ୍ୟରେ ତିନି ଦଶନ୍ଧି ଇଂରାଜୀ ଭାଷାରେ ଏବଂ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଓଡିଆ ଭାଷାରେ…

‘ୱିମେନ୍ ଅଫ୍ ସବ୍‌ଷ୍ଟାନ୍ସ’ ଟାଇଟଲ୍ ହାସଲ କଲେ ସୋଆ ଫ୍ୟାକଲ୍ଟି

ଭୁବନେଶ୍ୱର : ମୁମ୍ବାଇ ଠାରେ ନିକଟରେ ଅନୁଷ୍ଠିତ ‘ଇଣ୍ଟରନ୍ୟାସ୍ନାଲ୍ ଗ୍ଲାମ୍ ଆଇକନ୍ ୨୦୨୨’ ପ୍ରତିଯୋଗିତାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଶ୍ରୀମତି ମନୀଷା ପ୍ରହରାଜ ‘ୱିମେନ୍ ଅଫ୍ ସବ୍ଷ୍ଟାନ୍ସ’ କ୍ରାଉନ୍ରେ ଭୂଷିତ ହୋଇଛନ୍ତି । ସମ୍ ନର୍ସିଂ କଲେଜର ଆସିଷ୍ଟାଂଟ ପ୍ରଫେସର…

କ୍ରିଟିକାଲ୍ କେୟାର ବିଭାଗ ମୁଖ୍ୟ ସମ୍ମାନିତ

ଭୁବନେଶ୍ୱର : ସମ୍ ଅଲ୍ଟିମେଟ ମେଡିକେୟାରର କ୍ରିଟିକାଲ୍ କେୟାର ବିଭାଗ ମୁଖ୍ୟ ଡାକ୍ତର ବାନାମ୍ବର ରାୟଙ୍କୁ ଗତ ମେ ୫ ତାରିଖ ଦିନ ଗଙ୍ଗା ଆନେସ୍ଥେସିଆ ରିଫ୍ରେଶର କୋର୍ସ (ଗାର୍କ)ର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ମାନଜନକ ମେଣ୍ଟର ଆୱାର୍ଡରେ ସମ୍ମାନିତ କରାଯାଇଛି । କୋଏମ୍ବାଟୁର ସ୍ଥିତ ଗଙ୍ଗା…

୨୦୨୩ ପଦ୍ମ ପୁରସ୍କାର ପାଇଁ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ୨୦୨୩ ପଦ୍ମ ପୁରସ୍କାର ପାଇଁ ଆସନ୍ତା ସେପ୍ଟେମ୍ବର ମାସ ୧୫ ତାରିଖ ପର୍ଯ୍ୟନ୍ତ ମନୋନୟନ ପତ୍ର ଦାଖଲ କରାଯାଇପାରିବ। ପଦ୍ମ ବିଭୁଷଣ, ପଦ୍ମଭୂଷଣ ଓ ପଦ୍ମଶ୍ରୀ ପୁରସ୍କାର ହେଉଛି ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର। ଏଥିପାଇଁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅନ୍ଲାଇନ୍ ଜରିଆରେ…

ସୋଆକୁ ସୋସିଆଲ୍ ଲିଡରସିପ୍ ଆୱାର୍ଡ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସୋସିଆଲ୍ ଲିଡରସିପ୍ ଆୱାର୍ଡରେ ସମ୍ମାନିତ କରାଯାଇଛି । ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ୍ ଏଣ୍ଟ୍ରପ୍ରିନ୍ୟୁରସିପ୍ କାଉନ୍ସିଲ ଦ୍ୱାରା ଆୟୋଜିତ ଭାରତର ପ୍ରଥମ ମହିଳା ଉଦ୍ୟୋଗୀ ମେଳା ଅବସରରେ ସୋଆକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ସୋଆ…

ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଶେଷଜ୍ଞ ଇଣ୍ଡିଆନ ଏକାଡେମୀ ଅଫ୍ ପେଡିଆଟ୍ରିକ୍ସ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର : ସମ୍ ହସ୍ପିଟାଲ୍ର ଶିଶୁରୋଗ ବିଶେଷଜ୍ଞ ଇଣ୍ଡିଆନ ଏକାଡେମୀ ଅଫ୍ ପେଡିଆଟ୍ରିକ୍ସ ସମ୍ମାନରେ ସମ୍ମାନିତ । ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ତଥା ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶିଶୁ ରୋଗ ବିଭାଗର ପ୍ରଫେସର ଡାକ୍ତର ମୃତ୍ୟୁଞ୍ଜୟ ଦାଶଙ୍କୁ ନୋଏଡା ଠାରେ ଅନୁଷ୍ଠିତ ୫୯ ତମ ଜାତୀୟ…