ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ ଆରୁଖ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ବାଚସ୍ପତି ବିଜେଡି ପକ୍ଷରୁ ବିକ୍ରମ କେଶରୀ ଆରୁଖ । ଏ ନେଇ ପ୍ରାର୍ଥୀ ବିକ୍ରମ ଆରୁଖ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋ ନାଁକୁ ପ୍ରସ୍ତାବ କରିଥିବା ଯୋଗୁଁ ମୁଁ ତାଙ୍କୁ ଧନ୍ୟବାଦ ଜଣାଉଛି । ଆଗାମୀ…