ବଡ଼ଗଡ଼ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଆସନ୍ତା ଅପ୍ରେଲ ୨୭ ଓ ୨୮ ତାରିଖରେ ପାଳନହେବାକୁ ଯାଉଛି । ୧୯୧୯ ମସିହାରେ ସ୍ଥାପିତ ଏହି ଶିକ୍ଷାନୁଷ୍ଠାନ ଉକ୍ତ ଅଞ୍ଚଳରେ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ସହିତ ଉତ୍ତମ ଚରିତ୍ରର…