ଆଜି ହାଇକୋର୍ଟରେ ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାର ଶୁଣାଣି
ଭୁବନେଶ୍ୱର: ଆଜି ହାଇକୋର୍ଟରେ ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାର ଶୁଣାଣି ହେବ। ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ ମୂରଲୀଧର ଓ ଜଷ୍ଟିସ ଆର କେ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଓ ଜଗନ୍ନାଥ…