ଜନ୍ମବେଦୀରେ ସରିଲା ଲୀଳାଖେଳା, ସିଂହଦ୍ଵାରରେ ପହଞ୍ଚିଲା ତିନି ରଥ, ଆସନ୍ତାକାଲି ସୁନାବେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜନ୍ମବେଦୀରେ ଲୀଳାଖେଳା ସାରି ସିଂହଦ୍ଵାର ନିକଟକୁ ବାହୁଡ଼ି ଆସିଛି ତିନି ରଥ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ୪ ଘଣ୍ଟା ପୂର୍ବରୁ ପହଣ୍ଡି ଓ ରଥଟଣା ହୋଇଥିଲା। ରଥଯାତ୍ରା ପରି ବାହୁଡାଯାତ୍ରା ମଧ୍ୟ ବିନା ଭକ୍ତରେ ସୁରୁଖୁରୁରେ ସମ୍ପାଦିତ ହୋଇଛି। ଆଜି ଭକ୍ତମାନେ ଘରେ…