ଦୁବାଇରେ ଫସିଥିବା ଓଡିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ
ଭୁବନେଶ୍ବର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୂବାଇରେ ଫସିଥିବା ଓଡିଆ ଯୁବକ ଧୃବଚରଣ ମାର୍ଥଙ୍କୁ ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।…