ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେବଗଡ ବିଧାୟକ ସୁବାସ ପାଣିଗ୍ରହୀଙ୍କୁ ମିଳିଲା ଜାମିନ୍ । ବିଧାୟକ ଓ ୨ ସହଯୋଗୀଙ୍କୁ ସର୍ତ୍ତମୂଳକ ଜାମିନ୍ ଦେଇଛନ୍ତି ଜିଲ୍ଲା ଜଜ୍ । ୫୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନ ଦୋଇଛନ୍ତି କୋର୍ଟ । ଏନେଇ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଓକିଲ…