ଲୋକସଭାରେ ୫ଟି ଭାଷାରେ ଅଭିଭାଷଣ ରଖିଲେ ପ୍ରତାପ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣିଥରେ ପ୍ରସଂଶା ସାଉଁଟିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ । ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି । ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ…