Browsing Tag

banakalagi niti

ତୁଟିଲା ବନକଲାଗି ନୀତି ବିବାଦ, ବୁଧବାର ହେବ ମହାପ୍ରଭଙ୍କୁ ବନକଲାଗି ନୀତି

ବହୁ ବାଦ ବିବାଦ ପରେ ତୁଟିଲା ବନକଲାଗି ନୀତି ବିବାଦ। ଜିଦ୍‌ରୁ ଓହରିଲେ ଦତ୍ତମହାପାତ୍ର ନିଯୋଗ। ଆସନ୍ତା ୯ ତାରିଖ ଅର୍ଥାତ ବୁଧବାର ହେବ ମହାପ୍ରଭଙ୍କୁ ବନକଲାଗି ନୀତି। ଶ୍ରୀଜିଉଙ୍କ ହେବ ଶ୍ରୀମୁଖ ସିଂହାର। ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୂଚନା…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ଏହି ଗୁପ୍ତ ନୀତି କରାଯିବ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ପାରମ୍ପରିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କର୍ପୁର,…

ଆସନ୍ତାକାଲି ହେବ ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି; ୩ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲିି ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଯଥାବିଧି ସମ୍ପନ୍ନ ହେବ। ପାରମ୍ପରିକ ରୀତିନୀତି ଅନୁଯାୟୀ ହେରାପଞ୍ଚମୀ ନୀତି ପୂର୍ବ ଦିନ ଶ୍ରୀବିଗ୍ରହମାନଙ୍କର ବନକ ଲାଗି ନୀତି କରାଯିବାର ବିଧି ରହିଛି । ତେଣୁ ଆସନ୍ତାକାଲି ସୋମବାର ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ…

ଆଜି 4ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ଓଡିଶା ଫାଷ୍ଟ( ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସାଧାରଣ ଦର୍ଶନକୁ ଅପରାହ୍ଣ 4ଟାରୁ ରାତି 8 ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ପରେ…