୧୮ ମାସରେ ଅତ୍ୟାଧୁନିକ ରୂପନେବ ବରମୁଣ୍ଡା ବସ୍ ଟର୍ମିନାଲ: ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍ଷ୍ଟାଣ୍ଡ। ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍ ଚଳାଚଳ କରିଥାଏ। ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍ ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ…