ପିଆଜ ଓ ଅଦା ରସର ଉପକାରୀତା
ପିଆଜ ଏବଂ ଅଦା ରସ ଅନେକ ସମସ୍ୟା ଦୂର କରିବାରେ ଲାଭଦାୟକ ହୋଇଥାଏ। ଏହା ହଜମ ପ୍ରକ୍ରିୟାରେ ଉନ୍ନତି ସହିତ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଗର୍ଭବତୀ ମହିଳାଙ୍କ ପାଇଁ ପିଆଜ ଏବଂ ଅଦା ରସ ଅତ୍ୟନ୍ତ ଲାଭଦାୟକ। ଏଥିସହିତ ଏହା ରକ୍ତହୀନତା ସମସ୍ୟା ଦୂର କରିବାରେ ସହାୟକ ହୋଇଥାଏ।…