ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୨ ବଖରା ଘର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଣିତ୍ରୀ ବନ୍ଧସାହିରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ ହୋଇଯାଇଛି । ବନ୍ଧସାହିରେ ଟିକିବନ୍ଧଙ୍କର ୧୨ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ବିଦ୍ୟୁତ ସର୍ଟସକ୍ରିଟ ଯୋଗୁଁ…