ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଗତ ମେ' ୧ରୁ ଚଳିତ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିଛି । ଆସନ୍ତା ଅଗଷ୍ଟ ୧ ତାରିଖରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲିବ । ଏଥିପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।
ଜୈବ ବିବିଧତାର ସୁରକ୍ଷା ପାଇଁ…