ଭାରତୀୟ ବଂଶୋଭବ ଅଜୟ ବାଙ୍ଗା ହେବେ ବିଶ୍ୱ ବ୍ୟାଙ୍କର ନୂତନ ସଭାପତି
ଭାରତୀୟ ବଂଶୋଭବ ତଥା ପୂର୍ବତନ ମାଷ୍ଟରକାର୍ଡ ସିଇଓ ଅଜୟ ବାଙ୍ଗା ହେବେ ବିଶ୍ୱ ବ୍ୟାଙ୍କର ନୂତନ ସଭାପତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଶ୍ରୀ ବାଙ୍ଗାଙ୍କୁ ଏହି ପଦ ପାଇଁ ମନୋନୀତ କରିଥିବା ଗୁରୁବାର ଘୋଷଣା କରିଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ବାରା…