ଆସନ୍ତାକାଲି ବିହାରର ବିଧାନସଭା ନିର୍ବାଚନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ବିହାରର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ। ୧୬ଟି ଜିଲ୍ଲାର ୭୧ଟି ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ମୋଟ୍ ୧ହଜାର ୬୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗତ ସନ୍ଧ୍ୟାରେ ଏଥିପାଇଁ ପ୍ରଚାର କାର୍ଯ୍ୟ ଶେଷ…