Browsing Tag

bike accident

ବାଇକ ସହ ଯୁବକ ଜଳିଗଲେ ଘଟଣା : ମିଳିଲା ମୃତକଙ୍କ ପରିଚୟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଚାର୍ଯ୍ୟ ବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା ପରେ ଯୁବକ ଜଳିଯିବା ଘଟଣାର ମୃତ ଯୁବକଙ୍କ ମିଳିଲା ପରିଚୟ । ମୃତ ଯୁବକଙ୍କ ହେଲେ ଅମ୍ବିକା ପ୍ରସାଦ ପତି । ଘର ଜଗତସିଂହପୁର ଜିଲ୍ଲା ପୁରୋହିତ ପୁର । ଖବର ଅନୁଯାୟୀ, ଅମ୍ବିକା କେସୁରାରେ ଭଡାରେ ରହୁଥିଲେ…

ଗଛରେ ପିଟିହେଲା ବାଇକ୍, ୩ ମୃତ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଘନସରା ରବଗାଁ ରାସ୍ତାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏକ ଆପାଚି ବାଇକରେ ଏମାନେ ଯାଉଥିଲେ। ମୃତକମାନେ ସାଙ୍କବାହାଲର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସେମାନେ…

ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ଜଣେ ମୃତ

କୋରାପୁଟ (ଓଡ଼ିଶା ଫାଷ୍ଟ ବ୍ୟୁରୋ): କୋରାପୁଟ ନନ୍ଦପୁର ଥାନା ଅନ୍ତର୍ଗତ କୁମାରଗୁଡା ଗାଁ ନିକଟରେ ଦୁର୍ଘଟଣା । ୨ଟି ବାଇକ ମୁହାମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତ ଯୁବକ ଜଣକ ଲମତାପୁଟ ସିଲପଡା ଗ୍ରାମର ଧନୁର୍ଜୟ ବୋଲି…

ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାଙ୍କୀ ଏନଏସି ଅନ୍ତର୍ଗତ ଶିଶୁଆ ଛକ ନିକଟରେ ଦୁଇ ବାଇକ ମୁହାଁମୁହିଁ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା। ତେବେ ଦୁଇ ଜଣଙ୍କୁ ଚିକିତ୍ସାପାଇଁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା। ହେଲେ…

ଡିଭାଇଡରରେ ପିଟିହେଲା ବାଇକ୍‌; ୩ମୃତ

ବାଲେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭୀମପୁରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଗୋଟିଏ ବାଇକରେ ୩ଜଣ ଯୁବକ ବାଲେଶ୍ୱରର…