ଆରପାରିରେ ଅଭିନେତା ବିରାଜ ଦାସ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଉ ନାହାନ୍ତି ଓଡ଼ିଆ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତା ବିରାଜ ଦାସ । ନିଜର ବଳିଷ୍ଠ ଅଭିନୟ ପାଇଁ ଦର୍ଶକଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଥିବା ବିରାଜ ଦାସ ଆଜି ୬୩ ବର୍ଷ ବୟସରେ ଆରପାରିକୁ ଚାଲି ଯାଇଛନ୍ତି । ସେ ଦୀର୍ଘଦିନ ହେଲା କର୍କଟ ରୋଗରେ…