ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶେଶ୍ବର ଟୁଡୁ । ବାରିପଦା ଟାଉନ ଥାନାରେ ଗତ ଜାନୁଆରୀ ମାସରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ମୟୂରଭଞ୍ଜ…