Browsing Tag

BJD bi election meeting at Tirtol

ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଜେଡିର କର୍ମୀ ସମ୍ମିଳନୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ରଘୁନାଥ ପୁର ବ୍ଲକର ଗୁଆଳିପୁର ପଞ୍ଚାୟତରେ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ…