୪୦୦ ରୁ ଉର୍ଦ୍ଧ୍ବ ସ୍ଥାନରେ ପାଳିତ ହେବ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାବାସୀଙ୍କ ଆଶା ଆକାଂକ୍ଷା ପୂରଣ ସହ ରାଜ୍ୟକୁ ବିକାଶ ପଥରେ ନେବା ଲକ୍ଷ ନେଇ ବିଜୁ ଜନତା ଦଳ ପ୍ରତିଷ୍ଠା ହୋଇଥିଲା । ପ୍ରବାଦ ପୁରୁଷ ବିଜୁବାବୁଙ୍କ ଆଦର୍ଶ କୁ ପାଥେୟ କରି ବିଜେଡ଼ି ଇତି ମଧ୍ୟରେ ୨୪ ବର୍ଷ ଧରି ଉତ୍ସର୍ଗୀକୃତ ମନୋଭାବ ନେଇ କାମ କରି ଆସୁଛି । କୌଣସି…