୪ ଜଣ ନେତାଙ୍କୁ ବଡ଼ ଦାୟିତ୍ୱ ବଣ୍ଟନ କଲେ ବିଜେଡି ସୁପ୍ରିମୋ
ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ…