ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ…