ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ସଂସଦରେ ଦାବି ଉଠାଇଲେ ବିଜେଡି ସାଂସଦ ମାନସ ମଙ୍ଗରାଜ
ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ସଂସଦରେ ଉଠିଲା ଦାବି । ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ରାଜ୍ୟସଭାରେ ଏହି ଦାବି ଉଠାଇଛନ୍ତି । ବଜ୍ରପାତ ଯୋଗୁଁ କେମିତି ଲୋକଙ୍କ ଜୀବନ ଯାଉଛି, ଆଇଏମଡିର ତଥ୍ୟକୁ ଉପସ୍ଥାପନ କରି ଏହାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା…