ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ଗଢ଼ିବାକୁ କରଞ୍ଜିଆରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂଙ୍କ ଆହ୍ବାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦୁଝର ଲୋକସଭା ଅଧୀନ କରଞ୍ଜିଆ ବିଧାନସଭା ଆସନ ପାଇଁ ଆସନ୍ତା ୨୩ ତାରିଖରେ ନିର୍ବଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରମୁଖ ରାଜନୈତିକ ଦଳ କଂଗ୍ରେସ, ବିଜେପି ଓ ବିଜେଡି ଏହି ଆସନକୁ ହାତେଇବା ପାଇଁ ଜୋରଦାର ପ୍ରଚାର ଚଳାଇଛନ୍ତି । ଏହି ପରପ୍ରେକ୍ଷୀରେ କରଞ୍ଜିଆ ଗୋଲେଇ…