ପ୍ରକାଶିତ ପୌର ନିର୍ବାଚନ ବିଜ୍ଞପ୍ତି ରଦ୍ଦ କରି ନୂତନ ବିଜ୍ଞପ୍ତି ପ୍ରକାଶ ଦାବୀରେ ବିଜେପିର ଧାରଣା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ପୌରାଂଚଳ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ଗତ ୨ ତାରିଖ ଦିନ ବିଜ୍ଞପ୍ତି ଜାରୀ କରିଛନ୍ତି । ଯାହାକି “ରାଜ୍ୟ ମ୍ୟୁନିସିପାଲ କର୍ପୋରେସନ ଆଇନ-୨୦୦୩”କୁ ସଂପୂର୍ଣ୍ଣ ଉଲ୍ଲଂଘନ କରିଛି । ଧାର୍ଯ୍ୟ ଆଇନକୁ ଖିଲାପ କରି ତରବରିଆ ଭାବେ ବିଜ୍ଞପ୍ତି ପ୍ରକାଶ…