Browsing Tag

BJP

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ବୟାନ ବାଜି!

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶ୍ରୀମନ୍ଦିରକୁ ନେଇ ଆରମ୍ଭ ହୋଇଛି ବୟାନ ବାଜି। ବଡ଼ଦେଉଳକୁ ନେଇ ରାଜନୀତି କରନାହିଁ ବୋଲି ସବୁ ରାଜନୈତିକ ଦଳ କହୁଛନ୍ତି । କିନ୍ତୁ ଜଗତରନାଥ ଶ୍ରୀଜଗନ୍ନାଥଙ୍କ ବିଜେସ୍ଥଳକୁ ନେଇ ଜୋରଧରିଛି ରାଜ୍ୟ ରାଜନୀତି । ନେତାଙ୍କ ମଧ୍ୟରେ ଲାଗିରହିଛି ତୁ ତୁ ମେମେ ।…

ସରକାରଙ୍କ ଚାଟୁକାରିତା କରୁଛନ୍ତି ଅମଲାତନ୍ତ୍ର: ବିଜେପି ରାଜ୍ୟ ସାଧାରଣ ସମ୍ପାଦକ

ସରକାରଙ୍କ ଚାଟୁକାରିତା କରୁଛନ୍ତି ଅମଲାତନ୍ତ୍ର: ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଭୁବନେଶ୍ବର: ରାଜ୍ୟସରକାରଙ୍କ ଉପରେ ବର୍ଷିଲା ବିଜେପି । ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶାସନିକ ଅଧିକାରୀ ଭେଟିବା ପ୍ରସଙ୍ଗରେ ରାଜ୍ୟ ବିଜେପି ସାମ୍ବାଦିକ ସମ୍ମିଳନୀ କରିବା ସହ ସରକାରଙ୍କୁ କଡ଼ା…

ମଣିପୁରରେ ବି ବିଜେପି ଆଗୁଆ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ୫ ରାଜ୍ୟରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେଉଛି । ମଣିପୁର ମୋଟ ୬୦ ଆସନ ପାଇଁ ଏବେବି ଜାରି ରହିଛି ଭୋଟ ଗଣତି । ମଣିପୁରରେ ବିଜୟ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ । ୧୮ ହଜାର ଭୋଟରେ ବିଜୟ ଲାଭ କରିଛନ୍ତି ବିରେନ ସିଂ । ବୀରେନ…

ହିଂସା ଓ ଅଶାନ୍ତ ବାତାବରଣ ସୃଷ୍ଟିକାରୀ ହେଉଛି ବିଜେଡି,ଅଭିଯୋଗ କଲା ବିଜେପି

ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟିଂ ସରିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ, ରିଗିଂ ଭଳି ବହୁ ସମସ୍ୟା ସାମ୍ନାକୁ ଆସିଛି । ଭୋଟିଂ ବେଳର ଅଧିକ ଗୁଣ୍ଡାଗର୍ଦ୍ଦି ସହ ହିଂସାକାଣ୍ଡ ଘଟିଥିବା ତିନୋଟି ଜିଲ୍ଲା ହେଉଛି;…

ବିଜେଡିର କାଉଣ୍ଟର, ହିଂସା ପଛରେ ବିଜେପିର ହାତ

ଓଡ଼ିଶା ଫାଷ୍ଟ (ବ୍ୟୁରୋ):  ବିଜେପିର ନିର୍ବାଚନୀ ହିଂସା ଅଭିଯୋଗକୁ କଡ଼ା ଜବାବ ଦେଲା ବିଜେଡି । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି ।  ସେ  କହିଛନ୍ତି ବିଜେଡି ଏକ ଶାନ୍ତିପ୍ରିୟ ଦଳ । ନିର୍ବାଚନରେ ହିଂସାର ନାହିଁ ସ୍ଥାନ ।…

ପଞ୍ଚାୟତ ନିର୍ବାଚନରେ ହିଂସା ଓ ଅରାଜକତାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ (ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଶାସକ ଦଳର ହିଂସା ଓ ଅରାଜକତାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୃଢ଼ ଭାବେ ନିନ୍ଦା କରିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ରାଜ୍ୟରେ ତ୍ରିସ୍ତରୀୟ…

ସୁନ୍ଦରଗଡ ଜିଲ୍ଲାର ବିକାଶରେ ବାଧକ ସାଜିଛି ବିଜେଡିର ରାଜନୈତିକ ଇଚ୍ଛାଶକ୍ତି:ସମୀର ମହାନ୍ତିି

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସୁନ୍ଦରଗଡ ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲା ା ଏଠାରେ ଉପଯୁକ୍ତ ଭିତିଭୂମି ଥାଇ ମଧ୍ୟ ଏହାର ଆଶାନୁରୂପ ବିକାଶ ହୋଇପାରୁ ନାହିଁ ା ଜିଲ୍ଲାର ବିକାଶ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତ୍ୟେକ କ୍ଷେତ୍ରକୁ ଆବଶ୍ୟକୀୟ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଥିଲେ…

ବଢୁଛି ବିଜେଡି, ଛିଡୁଛି ବିଜେପି ! ବିଜେଡିରେ ମିଶିଲେ ଶତାଧିକ କର୍ମୀ

ସୁଦୃଢ଼ ହେଉଛି ବିଜେଡି ଗଡ଼ । ଆଜି ଗଜପତି ଜିଲ୍ଲାରେ ବିଜୁ ଜନତା ଦଳର ଏକ ଗଣ ମିଶ୍ରଣପର୍ବ ଅନୁଷ୍ଠିତ ହେଉଛି । ବିଜେପି ଛାଡି ବିଜେଡି ସରକାରଙ୍କ ବିକାଶର ମୁଖ୍ୟ ସ୍ରୋତରେ ସାମିଲ ହେଉଛନ୍ତି ବିଜେପିର ପୂର୍ବତନ ଜିଲ୍ଲା ସଭାପତି ଭି. ରାବଣା ଓ ବହୁ ମଣ୍ଡଳ ସଭାପତି। ଓଡ଼ିଶାର ବିକାଶରେ…

ଏକାମ୍ର ନିର୍ବାଚନ ମଣ୍ଡଳୀର ବହୁ ଯୁବନେତା ବିଜେପିରେ ହେଲେ ସାମିଲ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏବଂ ଭୂବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ ଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନର ବହୁ ଯୁବ ନେତୃତ୍ୱ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ଏକାମ୍ର ଭୂବନେଶ୍ୱର…

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନାମରେ ସ୍ୱତନ୍ତ୍ର ଟ୍ରେନ ଚଲାଇବା ପାଇଁ ପ୍ରତିଶୃତି ଦେଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୂବନେଶ୍ୱରସ୍ଥିତ ଲିଙ୍ଗରାଜ ଷ୍ଟେସନର ଉନ୍ନତୀକରଣ ଏବଂ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନାମରେ ଏକ ସ୍ୱତନ୍ତ୍ର ଟ୍ରେନ ଚଲାଇବା ପାଇଁ ଜିଲ୍ଲା ସଭାପତି ତଥା ଏକାମ୍ର ନିର୍ବାଚନ ମଳୀ ବିଧାୟକ ପ୍ରାର୍ଥୀ ଶ୍ରୀ ବାବୁ ସିଂ ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର…