ଆଜି ବିଜେଡିର ପ୍ରତିଷ୍ଠା ଦିବସ, କଂଗ୍ରେସ ପାଳୁଛି କଳା ଦିବସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବିଜୁ ଜନତା ଦଳ(ବିଜେଡି) ୨୧ତମ ପ୍ରତିଷ୍ଠା ଦିବସ ପାଳୁଛି । ଏଥିପାଇଁ ରାଜ୍ୟ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ଓ ବ୍ଲକ କାର୍ଯ୍ୟଳୟରେ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି । ରାଜ୍ୟ କାର୍ଯ୍ୟାଳୟରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…