ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦିପ୍ ପ୍ରଧାନଙ୍କ ନେତୃତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ୭୫…