ବଡଗଡ ନେତାଜୀ ଯୁବକ ସଂଘ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ଯରେ ନେତାଜୀ ଯୁବକ ସଂଘ, ବଡଗଡ, ଭୁବନେଶ୍ବରର ସଭାପତି ଶ୍ରୀଯୁକ୍ତ ସନ୍ତୋଷ କୁମାର ସିଂହଙ୍କ ନେତୃତ୍ୱରେ ଆଜି ୩ୟ ଥର ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୫୦ ୟୁନିଟ୍…