ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ “ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ” ରକ୍ତଦାନ ଶିବିର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି "ଓଡିଶା ମୋ ପରିବାର-ଜୀବନ ବିନ୍ଦୁ" ତରଫରୁ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭରତପୁର ଠାରେ ଉଦଘାଟନ ହୋଇଛି।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ଓଡ଼ିଶା ମୋ ପରିବାର-ଜୀବନ ବିନ୍ଦୁର…