ସମ୍ ହସ୍ପିଟାଲ୍ରେ ଅନ୍ତର୍ଜାତୀୟ ଉଚ୍ଚ ରକ୍ତଚାପ ଦିବସ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଭେଷଜ ବିଭାଗ ଆନୁକୂଲ୍ୟରେ ମଙ୍ଗଳବାର ଅନ୍ତର୍ଜାତୀୟ ଉଚ୍ଚ ରକ୍ତଚାପ ଦିବସ ପାଳିତ ହୋଇଯାଇଛି ।
ଏହି ଅବସରରେ ସୋଆ କୁଳପତି ତଥା ବିଶିଷ୍ଟ…