ମାର୍ଚ୍ଚ ୨୫ରୁ ବଜେଟ ଅଧିବେଶନ ଆରମ୍ଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ। ଚଳିତଥର ବଜେଟ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିଛି । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଦୁଇ ଦିନ ଧରି ଆଲୋଚନା ହେବ । ୩୦ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ…