Browsing Tag

budget 2022-23

ବଜେଟ ଉପସ୍ଥାନ କଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ; ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ

ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି ରାଜ୍ୟ ବଜେଟ। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ କରାଯାଇଥିବା…

ଆଜି ଆସିବ ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ କାମ ଚଳା ବଜେଟ୍

ଭୁବନେଶ୍ୱର : ଆଜି ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ଆସିବ କାମ ଚଳା ବଜେଟ୍ । ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୧.୦୬ଲକ୍ଷ କୋଟି ଟଙ୍କାର ବଜେଟ୍ ବିଧାନସଭାରେ ଉପସ୍ଥାପନା କରିବେ । ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଠିକ୍ ସମୟରେ ବଜେଟ୍ ଅଧିବେଶନ ହୋଇପାରିନି । ତେଣୁ ଆଜି କାମଚଳା ବଜେଟ୍…