ରାସ୍ତାକାମକୁ ବିରୋଧ କରି ଗାଡି ଜାଳିଦେଲେ ମାଓବାଦୀ
ଧର୍ମଗଡ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ନିର୍ମାଣ କାମରେ ନିୟୋଜିତ ଥିବା ଗାଡି ଜାଳିଦେଲେ ମାଓବାଦୀ । ଭବାନୀପାଟଣା ସଦର ବ୍ଲକ ଯୁଗସାଇପାଟଣା ପୋଖରୀ ଘାଟି ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ଖବର ଅନୁଯାୟୀ, ଯୁଗସାଇପାଟଣା ପୋଖରୀ ଘାଟି ମାନସ୍କାରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା…