Browsing Tag

Bus strike suspended

ସ୍ଥଗିତ ରହିଲା ଘରୋଇ ବସ୍ ମାଲିକ ସଂଘର ଆନ୍ଦୋଳନ

ସ୍ଥଗିତ ରହିଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଆନ୍ଦୋଳନ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଏ ନେଇ ଜିଲ୍ଲା ସଂଘଗୁଡ଼ିକ ସହ ଆଲୋଚନା ପରେ ନିଷ୍ପତ୍ତି ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆଜି ପରିବହନ ମନ୍ତ୍ରୀଙ୍କ…