Browsing Tag

by CM Naveen Pattnaik

ସୁଶାନ୍ତଙ୍କ ଦାୟିତ୍ୱ ବଢ଼ିଲା, ପ୍ରଫୁଲ୍ଲଙ୍କ ଦାୟିତ୍ୱ କମିଲା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୁଶାନ୍ତ ସିଂ ଙ୍କ ଉପରେ ଆସ୍ଥା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁଶାନ୍ତ ସିଂଙ୍କ ରିପୋର୍ଟ କାର୍ଡ ତାଙ୍କ ଦାୟିତ୍ୱ ବଢାଇଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା । ସୁଶାନ୍ତଙ୍କୁ ଦୁଇଟି ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବରେ ନିଯୁକ୍ତ…

ଏସସି ଓ ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ‘ ସୁବିଦ୍ୟା ’ ଯୋଜନାର ଶୁଭାରମ୍ଭକଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏସସି, ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁବିଦ୍ୟା ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ହଷ୍ଟେଲର ଉନ୍ନତି ଯଥା, ଶୌଚାଳୟ, ପାନୀୟ ଜଳର ବ୍ୟବସ୍ଥା, ରୋଷେଇ ଘର, ଡାଇନିଂ ଟେବୁଲ, ସୁରକ୍ଷିତ ନିବାସ…

ସାମ୍ବାଦିକଙ୍କ ସମସ୍ୟା ବୁଝିବେ ମାନସ ମଙ୍ଗରାଜ, ମୁଖ୍ୟମନ୍ତ୍ରୀ ଦେଲେ ଦାୟିତ୍ୱ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ ସାମ୍ବାଦିକଙ୍କ ସମସ୍ୟା ବଢ଼ିବାରେ ଲାଗିଛି । ତେଣୁ ସାମ୍ବାଦିକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ…

ପ୍ରଣବ, ସଞ୍ଜୟ ଓ ପ୍ରତାପଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦଳୀୟ ସଙ୍ଗଠନକୁ ମଜଭୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକ ପ୍ରଣବ ପ୍ରକାଶ(ବବି)ଙ୍କୁ ବିଜେଡ଼ିର ସାଧାରଣ ସମ୍ପାଦକ(ସଂଗଠନ)ଦାୟିତ୍ୱ ପ୍ରଦାନ କରିଥିବା ବେଳେ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ବିଜେଡ଼ି ସାଧାରଣ ସମ୍ପାଦକ ( ମୁଖ୍ୟାଳୟ) ପଦରେ…

ଏମ୍ସ ପ୍ଲସ କରିବାକୁ ଏସସିବି ମେଡିକାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକ ଏସସିବି ମେଡିକାଲ ପାଇଁ ୧୦୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଖର୍ଚ୍ଚରେ ଅତ୍ୟାଧୁନିକ ତିନି ହଜାର ଶର୍ଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣ କରାଯିବ । ଏସସିବିକୁ ଦେଶର ଶ୍ରେଷ୍ଠ ୩ ମେଡିକାଲ କଲେଜ ମଧ୍ୟରେ ରଖିବାକୁ…

ଦୁର୍ନୀତି ଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ, ୬ ଜଣଙ୍କୁ କଲେ ବରଖାସ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ମ ପାଳି ସରକାରଙ୍କ ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ । ପୁଣି ୬ଜଣ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କୁ କଲେ ବରଖାସ୍ତ । ଏହାସହ ସେମାନଙ୍କ ମଧ୍ୟରୁ ୫ଜଣଙ୍କ ପେନସନ ସୁବିଧା ସ୍ଥାୟୀ ଭାବରେ ବନ୍ଦ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।…

ବିଜେପୁର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରଗଡ଼ ଜିଲ୍ଲା ବିଜେପୁର ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜେପୁରରେ ଥିବା ୩୪ ହଜାର କଚା ଘର ପକ୍କା ଘର କରାଯିବ । ଏଥିସହ ବରଗଡ଼ ଜିଲ୍ଲାରେ ୧୧୨୦ କୋଟିର ୨ଟି ପାନୀୟ ଜଳ ପ୍ରକଳ୍ପ ଘୋଷଣା କରାଯାଇଛି । ଦୁଇ ବର୍ଷ ଭିତରେ ବିଜେପୁର…

ମନ୍ତ୍ରୀଙ୍କ ବିଭାଗ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ, ପଢ଼ନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ନବୀନଙ୍କ ସମେତ ମନ୍ତ୍ରିମଣ୍ଡଳରେ ୧୧ ଜଣ କ୍ୟାବିନେଟ ଓ ୯ଜଣ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାରରେ କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ପାଇଁ ଆଜି ଭୋଟ ଗ୍ରହଣ ଚାଲିଛି । ତେବେ ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଗୁରୁବାର ନବୀନ ବୌଦ୍ଧ…

୯ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡି ଆଜି ସନ୍ଧ୍ୟାରେ ୯ଟି ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି । ବିଜେଡିର ୯ଟି ବିଧାନସଭା ପ୍ରାର୍ଥୀ ହେଲେ: ବାଲିକୁଦା ଏରସେମା: ରଘୁନନ୍ଦନ ଦାସ ନୀଳଗିରି: ସନ୍ତୋଷ…