Browsing Tag

by Naveen Pattnaik

ଓଡ଼ିଶା ଆଉ ଗରିବ ହୋଇ ନାହିଁ, ନିଜ ସ୍ୱାର୍ଥ ପାଇଁ ଅନ୍ୟନେତା ଓଡ଼ିଶାକୁ ଗରୀବ କହୁଛନ୍ତି: ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚତୁର୍ଥ ପର୍ଯାୟ ର୍ନିବାଚନ ପାଇଁ ଆଜିଠାରୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳୁ ବିଭିନ୍ନ ସ୍ଥାନରେ ରୋଡ୍‌ ଶୋ’ ଓ ନିର୍ବାଚନୀ ସଭା କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ । ନିଆଳି,…

ଉଦଘାଟିତ ହେଲା ଫକୀର ମୋହନ ମେଡିକାଲ କଲେଜ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ୧୧:୩୦ରେ ବାଲେଶ୍ୱରରେ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ଉଦଘାଟନ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ଓ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଉପସ୍ଥିତ ଥିଲେ ।…