Browsing Tag

cabinet meeting end cm naveen patnaik took 16 major decision

ସରିଲା କ୍ୟାବିନେଟ ବୈଠକ,୧୬ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ବୈଠକରେ ୧୬ ପ୍ରସ୍ତାବରେ ବାଜିଲା ମୋହର । ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପଞ୍ଚାୟତିରାଜ, ଶ୍ରମ ବିଭାଗର…