ବଡ଼ଦିନ ପୂର୍ବରୁ ଏସ୍ଏଚ୍ଏମ୍ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ
ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ଏହି…