Browsing Tag

Car festival

ଜଗନ୍ନାଥଙ୍କ ଡୋରିରେ ଟାଣି ହୋଇ ଆସିଲେ ପୂର୍ବତନ ଶ୍ରୀମନ୍ଦିର ପ୍ରଶାସକ ଡା କ୍ରିଷନ୍ କୁମାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଥାରେ ଅଛି କାଳିଆ ଡୋରି ନଲାଗିଲେ ତାର ଦର୍ଶନ ମିଳେନି । ଆଉ ଯଦି ଡୋରି ଲାଗେ କେହି ଅଟକାଇ ପାରନ୍ତି ନାହିଁ। ଏକଥା ସତ୍ୟ ପ୍ରତିପାଦିତ ହୋଇଛି ପୂର୍ବତନ ଶ୍ରୀମନ୍ଦିର ପ୍ରଶାସକ ଡା କ୍ରିଷନ୍ କୁମାରଙ୍କ ବାହୁଡ଼ା ଯାତ୍ରା ସମୟରେ ଜଗନ୍ନାଥ ଦର୍ଶନକୁ ନେଇ । ସେ…

ଶରଧା ବାଲିରେ ୩ ରଥ

ଶରଧା ବାଲିରେ ୩ ରଥ। ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ ହୋଇଛି ଶରଧାବାଲି । ରଥ ଯାତ୍ରା ପାଇଁ ଆଜି ଜନସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଥିଲା…

ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଆଜି ପବିତ୍ର ରଥଯାତ୍ରା । ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇ ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରୁଛୁ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସୁଖରେ ଆଶୀର୍ବାଦ ପ୍ରାପ୍ତ ହେଉ…

ଘୋଷଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ଘୋଷଯାତ୍ରା । ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ହୋଇଛି ରଥଯାତ୍ରା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କ ମୋର ଶୁଭେଚ୍ଛା । ଓଡିଶା…

ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରଥ ପ୍ରତିଷ୍ଠା। ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା…

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା; ଆରମ୍ଭ ହେଲା ବଳଭଦ୍ରଙ୍କ ପହଣ୍ଡି ବିଜେ

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ଚଳଚଞ୍ଚଳ ରହିଛି ଶ୍ରୀକ୍ଷେତ୍ର ପୁରୀ । ସିଂହଦ୍ୱାର ନିକଟରେ ଶ୍ରୀଜୀଉଙ୍କୁ ତିନିରଥ ଅପେକ୍ଷା କରିଥିବା ବେଳେ ପ୍ରଥମେ ଗୋଟି ପହଣ୍ଡିରେ ରଥରେ ବିଜେ କରିଛନ୍ତି ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ବିଜେ ଆରମ୍ଭ…

ଘୋଷଯାତ୍ରାର ମହତ୍ୱ

ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଆଷାଢ଼ ମାସ ଶୁକ୍ଳପକ୍ଷ, ଦ୍ୱିତୀୟା ତିଥିରେ ପଡ଼ିଥାଏ । ଏହାକୁ ନବଦିନ ଯାତ୍ରା, ଘୋଷଯାତ୍ରା ବା ଦଶଅବତାର ଯାତ୍ରା ବୋଲି କୁହାଯାଏ । ଏହି ପବିତ୍ର ରଥଯାତ୍ରା ପୁରୀ ମନ୍ଦିରର ତିନି ମୁଖ୍ୟ ଦେବତା ଜଗନ୍ନାଥ, ତାଙ୍କର ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ଚଇତା କମଳରେ…

ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ

ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ। ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଏଭଳି ନିଷ୍ପତି ନେଇଛି ସ୍ଵାସ୍ଥ୍ୟ ବିଭାଗ। ପୁରୀ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା। ଯେଉଁଥିରେ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି…

ସେବାୟତଙ୍କୁ କରୋନା ଠାରୁ ସୁରକ୍ଷା ପ୍ରଦାନ କରିବ ଶକ୍ତିବର୍ଦ୍ଧକ ହୋମିଓପାଥି ଔଷଧ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀରେ ଆରମ୍ଭ ହୋଇଛି ହୋମିଓପାଥିକ ସ୍ୱାସ୍ଥ୍ୟ ଶିବିର । ଶ୍ରୀମନ୍ଦିରର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଆନୁଷ୍ଠାନିକ ଭାବେ ଏହି ଶିବିରକୁ ଉଦ୍‍ଘାନଟ କରିଛନ୍ତି । ଡାକ୍ତର ଉମାକାନ୍ତ ପୃଷ୍ଟି, ଡାକ୍ତର ଅକ୍ଷୟ କୁମାର ପୃଷ୍ଟି ଏବଂ ଡାକ୍ତର ପଞ୍ଚାନନ…

ଶୁଣନ୍ତୁ, ସ୍ନାନଯାତ୍ରା ଓ ଘୋଷଯାତ୍ରା ପାଇଁ ସହଯୋଗ ଲୋଡି କଣ କହୁଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

https://youtu.be/d-VN3hDYqkE ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବର୍ତ୍ତମାନ ସମଗ୍ର ଓଡ଼ିଶାବାସୀଙ୍କ ମନର ବ୍ୟଗ୍ରତା ରଥଯାତ୍ରାକୁ ନେଇ ବଢିବାରେ ଲାଗିଛି । କରୋନା ମହାମାରୀର ପ୍ରଭାବ ରଥଯାତ୍ରା ଉପରେ ପଡିବ ନାହିଁତ ଏହାକୁ ନେଇ ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି । ମାତ୍ର ମହାପ୍ରଭୁଙ୍କ…