Browsing Tag

Car festival today

ଆଜି ପବିତ୍ର ରଥଯାତ୍ରା; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର ।…