ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ)ର ଦଶମ ଓ ଦ୍ୱାଦଶ ପରୀକ୍ଷା। ଏବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୨ ଲକ୍ଷ ଦ୍ୱାଦଶ ଶ୍ରେଣୀରେ ପରୀକ୍ଷା ଦେବେ । ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା…