ସୋଆରେ ୫ଜି ଏବଂ ସଫ୍ଟଓ୍ୟାର ଡେଭେଲପମେଂଟ ଲ୍ୟାବ ପ୍ରତିଷ୍ଠା ନେଇ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରସ୍ତାବ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସ୍ୱାସ୍ଥ୍ୟ, କୃଷି ଏବଂ ଶିକ୍ଷା କ୍ଷେତ୍ରରେ ୫ଜି ବ୍ୟବହାରର ଅଧିକ ଆବଶ୍ୟକତା ରହିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏକ ୫ଜି ଲ୍ୟାବ ପ୍ରତିଷ୍ଠା ନେଇ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ଇନଫର୍ମସେନ ଟେକନୋଲୋଜି…