Browsing Tag

Central Sanskrit University

ସଂସ୍କୃତ ଆବେଗ ଓ ଅଭିବ୍ୟକ୍ତିର ପରିପ୍ରକାଶ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,ଭୁବନେଶ୍ୱର : ସଂସ୍କୃତ କେବଳ ଏକ ଭାଷା ନୁହେଁ ଆମର ଏକ ଆବେଗ ଓ ଅଭିବ୍ୟକ୍ତିର ପରିପ୍ରକାଶ ବୋଲି ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ‘ଉତ୍କର୍ଷ ମହୋତ୍ସବ’ରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ…